www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା : ୪୦୦ ଟପିଲା କରୋନା ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଆଜି ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ, କଟକ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗୀର, ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୯ରେ ପହଞ୍ଚିଛି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories