www.samajalive.in
Wednesday, December 10, 2025
16.1 C
Bhubaneswar

ଆଜି ଭୁବନେଶ୍ବରରୁ ଆଉ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ସୋମବାର ଆଉ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୨୬୭ ପଜିଟିଭଙ୍କ ମଧ୍ୟରୁ ୧୫୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୧୧୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୭୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୫୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୩ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୨୯୯୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories