www.samajalive.in
Sunday, December 7, 2025
18.1 C
Bhubaneswar

କୋରା ପନିର ପକୋଡ଼ା

ଆବଶ୍ୟକ ସାମଗ୍ରୀ
ପାଉଁରୁଟି – ୧୨ଟି
କ୍ଷୀର – ୨କପ
ତେଲ – ଆବଶ୍ୟକ ପରିମାଣରେ
କୋରା ପନିର – ୧କପ
କଟା ପିଆଜ – ୨ଟି
କଟା କଞ୍ଚା ଲଙ୍କା – ୨ଟି
ଲୁଣ – ଆବଶ୍ୟକ ପରିମାଣରେ
ଚାର୍ଟ ମସଲା
ସସ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ପାଉଁରୁଟିର ମାଟିଆ ଅଂଶକୁ କାଢି ଏହାକୁ ସିଝା କ୍ଷୀରରେ ବତୁରାଇ ଦିଅନ୍ତୁ। କିଛି ସମୟରେ ପରେ କ୍ଷୀରକୁ ଭଲ ଭାବେ ଛାଣି ଅଟା ଭଳି ପାଉଁରୁଟି ଚକଟି ରଖନ୍ତୁ। ଏବେ ଏକ ପାତ୍ରରେ କଟା ପିଆଜ, ପନିର, ଲଙ୍କା ଗୁଣ୍ଡ, ଲୁଣ, ଚାର୍ଟ ମସଲା ପକାଇ ଭଲ ଭାବେ ଗୋଳାଇ ମିଶ୍ରଣ ପ୍ରସ୍ତୁତ କରି ରଖି ଦିଅନ୍ତୁ। ଏହାପରେ ଚକଟି ଥିବା ପାଉଁରୁଟିକୁ ବଲ୍ ଆକୃତିର କରି ଏହା ମଧ୍ୟରେ ମିଶ୍ରଣକୁ ଭର୍ତ୍ତି କରି ଗୋଲ ଆକୃତିର କରନ୍ତୁ। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପ୍ରସ୍ତତ କରିଥିବା ବଲ୍ କୁ ଛାଣି ଦିଅନ୍ତୁ। ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢନ୍ତୁ। ପ୍ରସ୍ତୁତ ହୋଇଗଲା କୋରା ପନିର ପକୋଡ଼ା ସସ ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories