www.samajalive.in
Tuesday, December 9, 2025
19.1 C
Bhubaneswar

ଉଦ୍ୟମ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ଭୁବନେଶ୍ବର: ପଟିଆ ତ୍ରିଷ୍ଣା ମଣ୍ଡପରେ ମହାମାରୀ କରୋନା ସମୟରେ ‘ଉଦ୍ୟମ ଚାରିଟେବୁଲ ଟ୍ରଷ୍ଟ’ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମାନ୍ୟବର ଉତ୍ତର ବିଧାୟକ ତଥା ଭୁବନେଶ୍ବର ଜିଲା ବିଜେଡ଼ି ସଭାପତି ସୁଶାନ୍ତ କୁମାର ରାଉତ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜୀବନ ବିନ୍ଦୁ କୋଡିନେଟର ଡଃ ପ୍ରକାଶ ତ୍ରିପାଠୀ, ପୁଲିସ ଏସିପି ଲଳିତେନ୍ଦୁ ମହାନ୍ତି, ପଟିଆ ଗ୍ରାମ ସଭାପତି ସନ୍ତୋଷ ମହାନ୍ତି, ଲୋକେଶ କୁମାର, ଶାନ୍ତନୁ ଶତପଥୀ, ସଦାଶିବ ଜେନା, ସୁକେଶ ମହାନ୍ତି, ବିଜେଡି ସମ୍ପାଦକ ମୀରା ପରିଡ଼ା, ସୁଚିତ୍ରା ବେହେରା, ସୌମ୍ୟ ରଂଜନ ପ୍ରଧାନ ଓ ଟ୍ରଷ୍ଟର ସଭାପତି ଦିଲୀପ ସ୍ବାଇଁ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଉକ୍ତ ରକ୍ତଦାନ ଶିବିରରେ ୫୦ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories