www.samajalive.in
Monday, December 8, 2025
27.1 C
Bhubaneswar

ନିର୍ଦ୍ଧାରିତ ସମୟରେ ହେବ ନିଟ୍ ଓ ଜେଇଇ ପରୀକ୍ଷା

ନୂଆଦିଲ୍ଲୀ : ନିର୍ଦ୍ଧାରିତ ସମୟରେ ହେବ ନିଟ୍ ଓ ଜେଇଇ ପରୀକ୍ଷା । ଦେଶର ଅନେକ ରାଜନେତା ଓ ବ୍ୟକ୍ତିବିଶେଷଙ୍କ ଅନୁରୋଧ ସତ୍ତ୍ବେ ନିଜ ନିଷ୍ପତ୍ତିରେ ଅଟଳ ରହିଛି  ନ୍ୟାସ୍‌ନାଲ ଟେଷ୍ଟିଂ ଏଜେନ୍ସି(NTA) । ପୂର୍ବ ନିର୍ଦ୍ଧାରିତ ସମୟସୂଚୀ ଅନୁଯାୟୀ ଜେଇଇ ଓ ନିଟ୍ ପରୀକ୍ଷା ହେବ ବୋଲି ଏନଟିଏ ପକ୍ଷରୁ ଘୋଷଣା କରାଯାଇଛି । ସେପ୍ଟେମ୍ବର ୧୩ରେ ହେବ ନିଟ୍, ସେପ୍ଟେମ୍ବର ୧ ଓ ୬ରେ ହେବ ଜେଇଇ ପରୀକ୍ଷା। ଏନେଇ ନ୍ୟାସ୍‌ନାଲ ଟେଷ୍ଟିଂ ଏଜେନ୍ସି(NTA) ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହାସହ ଜେଇଇ ମେନ୍‌ ପାଇଁ ସେଣ୍ଟର ସଂଖ୍ୟା ୫୭୦ରୁ ୬୬୦କୁ ବୃଦ୍ଧି କରାଯାଇଥିବା ବେଳେ ନିଟ୍ ପାଇଁ ସେଣ୍ଟର ସଂଖ୍ୟା ୨୫୪୬ରୁ ୩୮୪୩କୁ ବୃଦ୍ଧି କରାଯାଇଥିବା ଜଣାପଡିଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories