www.samajalive.in
Sunday, December 7, 2025
26.1 C
Bhubaneswar

ଚିକେନ ଟିକ୍କା

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ ( ବୋନଲେସ୍ )
ଦହି – ୧କପ
କ୍ରିମ – ୧କପ
ଗୋଲମରିଚ ଗୁଣ୍ଡ – ଅଳ୍ପ
ଗରମ ମସଲା ଗୁଣ୍ଡ – ଅଳ୍ପ
ଚାର୍ଟ ମସଲା – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଚିଲି ସସ – ଅଳ୍ପ
କସ୍ତୁରୀ ମେଥି – ଅଳ୍ପ
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ଭିନେଗାର – ଅଳ୍ପ
ଧନିଆପତ୍ର ଚଟଣି – ଅଳ୍ପ
କଟା ପିଆଜ – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏକ ପାତ୍ରରେ ରଖନ୍ତୁ। ଏବେ ଏଥିରେ ଦହି, କ୍ରିମ, ଲୁଣ, ଭିନେଗାର, ଗରମ ମସଲା, ଜିରା ଗୁଣ୍ଡ, ଚାର୍ଟ ମସଲା, ଗୋଲମରିଚ ଗୁଣ୍ଡ, ଚିଲି ସସ, କସ୍ତୁରୀ ମେଥି, ଅଦା ରସୁଣ ବଟା, ଆଦି ଗୋଳାଇ ଦିଅନ୍ତୁ। ଏହାକୁ କିଛି ସମୟ ରଖି ଦିଅନ୍ତୁ। ବର୍ତ୍ତମାନ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ରଖିଥିବା ଚିକେନକୁ ଛାଣି ଦିଅନ୍ତୁ। ଭଲ ଭାବେ ଛାଣିବା ପରେ ଏହାକୁ ଏକ ପାତ୍ରକୁ କାଢି କଟା ପିଆଜ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଚିକେନ ଟିକ୍କା।

 

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories