www.samajalive.in
Tuesday, December 9, 2025
26.1 C
Bhubaneswar

ରାଜ୍ୟ ମାନବାଧିକାର ଆୟୋଗ ଆରମ୍ଭ କଲା ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି

ଭୁବନେଶ୍ବର: ମହାମାରୀ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାକୁ ନଜରରେ ରଖି ବୁଧବାର ଓଡ଼ିଶା ମାନବାଧିକାର ଆୟୋଗ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମାମଲାର ଶୁଣାଣି ଆରମ୍ଭ କରିଛନ୍ତି। ଆୟୋଗର ଅଧ୍ୟକ୍ଷ ଜଷ୍ଟିସ ବିପି ଦାସ ପ୍ରଥମ ମାମଲାର ଆଜି ଶୁଣାଣି କରିଛନ୍ତି। ଆଗାମୀ ଦିନର ଜରୁରୀ ପରିସ୍ଥିତିରେ ପଞ୍ଜିକୃତ ମୋବାଇଲ ନମ୍ବର ସାହାଯ୍ୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମାମଲାର ଶୁଣାଣିର ଲାଭ ପାଇପାରିବେ ବୋଲି ସୂଚନା ଦିଆଯାଇଛି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories