www.samajalive.in
Thursday, December 11, 2025
23.1 C
Bhubaneswar

ଦେଶରେ ୬୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୧୦୨୩ ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୫ ହଜାର ୭୬୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଲକ୍ଷ ୧୦ ହଜାର ୨୩୪ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୨୩ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ୬୦ ହଜାର ପାର କରିଛି। ଏଥିସହ ମୋଟ ମୃତ୍ୟୁ  ସଂଖ୍ୟା ୬୦ ହଜାର ୪୭୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୭ଲକ୍ଷ ୨୫ ହଜାର ୯୯୧ ଜଣ ସକ୍ରିୟ ରୋଗୀ ଥିବାବେଳେ ୨୫ ଲକ୍ଷ ୨୩ ହଜାର ୭୭୧ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories