www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ୬୮ ହଜାର ୯୦ଟି କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮ ହଜାର ୯୦ଟି କରୋନା ନମୁନା ପରୀକ୍ଷା ହୋଇଛି। ତେବେ ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ଆରଟିପିସିଆରରେ ୭,୨୮୮ଟି, ଆଣ୍ଟିଜେନରେ ୬୦,୬୮୬ଟି ଏବଂ ଟ୍ରୁନଟ ପଦ୍ଧତିରେ ୧୧୬ଟି କରୋନା ପରୀକ୍ଷା କରାଯାଇଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୦,୭୧୯ଟି କରୋନା ନମୁନା ପରୀକ୍ଷା ହୋଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories