www.samajalive.in
Monday, December 8, 2025
27.1 C
Bhubaneswar

୨୪ ଘଣ୍ଟାରେ ଦେଶରେ ୭୭ ହଜାର ୨୬୬ କରୋନା ଆକ୍ରାନ୍ତ, ୧୦୫୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୭ ହଜାର ୨୬୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଲକ୍ଷ ୮୭ ହଜାର ୫୦୦ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୫୭ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ  ସଂଖ୍ୟା ୬୧ ହଜାର୫୨୯ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୭ଲକ୍ଷ ୪୨ ହଜାର ୦୨୩ ଜଣ ସକ୍ରିୟ ରୋଗୀ ଥିବାବେଳେ ୨୫ ଲକ୍ଷ ୮୩ ହଜାର ୯୪୮ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories