www.samajalive.in
Wednesday, December 10, 2025
14.1 C
Bhubaneswar

ରାତିରେ ଖାଲିପେଟରେ ଶୋଇଲେ ହୋଇଥାଏ ଏହି ସମସ୍ୟା

ଅନେକ ସମୟରେ କାମ ପ୍ରଭାବ ହେଉ, ଥକ୍କାପଣ, କିମ୍ବା ରାଗ କାରଣରୁ ଲୋକେ ରାତି ସମୟରେ ଖାଦ୍ୟ ନଖାଇ ଖାଲିପେଟରେ ଶୋଇ ଯାଆନ୍ତି। କିଛି ଲୋକେ ମୋଟାପଣ ବୃଦ୍ଧି ଯୋଗୁଁ ରାତିରେ ଖାଦ୍ୟ ଖାଇନଥାଆନ୍ତି। ମାତ୍ର ଏହା ସ୍ୱାସ୍ଥ୍ୟ ପ୍ରତି ଗମ୍ଭୀର ସମସ୍ୟା ସୃଷ୍ଟି କରିଥାଏ। ଜାଣନ୍ତୁ….
ରାତି ଖାଇବା ସହ ପ୍ରୋଟିନ କିମ୍ବା କ୍ଷୀର ପିଇବା ମଧ୍ୟ ଆବଶ୍ୟକ। ଏହା ଶରୀରକୁ ସର୍ବଦା ସୁସ୍ଥ ରଖିଥାଏ।
ରାତିରେ ଖାଦ୍ୟ ନଖାଇଲେ ସକାଳେ ଖୁବ ହାଲିଆ ଅନୁଭବ ହୋଇଥାଏ। କାର୍ଯ୍ୟ କରିବାର କ୍ଷମତା ହ୍ରାସ ପାଇଥାଏ।
ଶରୀରରେ ଶର୍କରାର ମାତ୍ରା ପ୍ରଭାବିତ ହେବା ସହ , କୋଲେଷ୍ଟେରୋଲ, ଥାଇରଏଡ଼ର ସ୍ତର ମଧ୍ୟ ପ୍ରଭାବିତ ହୋଇଥାଏ।
ଭୋକ କାରଣରୁ ରାତିରେ ଭଲ ଭାବେ ନିଦ ନହେବା ସହ ପେଟରେ ଯନ୍ତ୍ରଣା ଅନୁଭବ ହୋଇଥାଏ।
ଏହାସହ ବିଶେଷଜ୍ଞଙ୍କ ମତରେ ରାତିରେ ଖାଲିପେଟରେ ନ ଶୋଇ ହାଲକା ଖାଦ୍ୟ ଗ୍ରହଣ କରନ୍ତୁ।

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories