www.samajalive.in
Monday, December 8, 2025
27.1 C
Bhubaneswar

ହୀରାକୁଦ ଜଳସ୍ତର ୬୨୭ ଫୁଟ୍ ଟପିଲା

ହୀରାକୁଦ : ମହାନଦୀର ଉପରମୁଣ୍ଡ ଛତିଶଗଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ  ଲାଗିଛି।

ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ୬୨୭.୨୩ ଫୁଟ ରହିଛି । ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୮ଲକ୍ଷ ୮୨ ହଜାର ୭୪୩ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୭ଲକ୍ଷ ୬୨ହଜାର ୦୩୪ ଘନଫୁଟ ଜଳ ନିଷ୍କାସିତ ହେଉଛି। ମୋଟ ୪୬ଟି ସ୍ଲଇସ୍ ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି। ବାମ ପଟର ୩୧ଟି ଏବଂ ଡାହାଣ ପଟର ୧୫ଟି ଗୋଟ ଖୋଲାଯାଇଛି।

- Advertisement -

ଛତିଶଗଡର କଲମା ବ୍ୟାରେଜ ନିକଟରେ ମଧ୍ୟ ମହାନଦୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories