www.samajalive.in
Friday, December 12, 2025
16.1 C
Bhubaneswar

ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର : ବଡମ୍ବା ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ନମୁନା ପରୀକ୍ଷା ପରେ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । କୌଣସି ଲକ୍ଷଣ ନଥିବା କାରଣରୁ ସଂଗରୋଧରେ ଅଛନ୍ତି ବିଧାୟକ ଦେବୀ ପ୍ରସାଦ ମିଶ୍ର।

ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ମୁଁ ବର୍ତ୍ତମାନ ସୁସ୍ଥ ଅଛି । ଡ୍ରାଇଭର ଆକ୍ରାନ୍ତ ହେବା ପରେ ମୁଁ ଏବେ ଆଇସୋଲେସନରେ ଅଛି । ମୋର ବର୍ତ୍ତମାନ କରୋନାର କୌଣସି ବାହ୍ୟ ଲକ୍ଷଣ ନାହିଁ । ତାପମାତ୍ରା ଓ ଅକ୍ସିଜେନ୍ ଲେବେଲ ଠିକ୍ ଅଛି । ଡାଇବେଟିସ ପୀଡିତ ଥିବାରୁ ଡାକ୍ତରଙ୍କ ପରାମର୍ଶ ନେଉଛି ବୋଲି ସେ କହିଛନ୍ତି । ଏଥିସହ ତାଙ୍କ ଅନ୍ୟ କର୍ମଚାରୀ ଏବଂ ପରିବାରର ସଦସ୍ୟମାନେ ନେଗେଟିଭ ଥିବା ବିଧାୟକ ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories