www.samajalive.in
Tuesday, December 9, 2025
17.1 C
Bhubaneswar

ଆଉ ୨୫୧୯ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୭୩ ହଜାର ୨୩୩କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ରବିବାର ଆଉ ୨୫୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହା ସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୩ ହଜାର ୨୩୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି


ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୧୯, ଗଞ୍ଜାମରୁ ୨୧୬, ପୁରୀରୁ ୨୧୦, ରାୟଗଡ଼ାରୁ ୨୦୫, କୋରାପୁଟରୁ ୧୬୯, ମୟୁରଭଞ୍ଜରୁ ୧୫୦, କଟକରୁ ୧୨୯, ବାଲେଶ୍ୱରରୁ ୧୦୦, ନୟାଗଡ଼ରୁ ୯୫, ସମ୍ବଲପୁରରୁ ୮୫ ରହିଛନ୍ତି।

- Advertisement -

ସେହିପରି ମାଲକାନଗିରିରୁ ୮୪, ଭଦ୍ରକରୁ ୭୭, ଢ଼େଙ୍କାନାଳରୁ ୭୬, ନବରଙ୍ଗପୁରରୁ ୫୮, କନ୍ଧମାଳରୁ ୪୮, ବଲାଙ୍ଗୀରରୁ ୪୫, ସୁନ୍ଦରଗଡ଼ରୁ ୪୨, ଗଜପତିରୁ ୪୦, କେନ୍ଦ୍ରାପଡ଼ାରୁ ୩୯, ଝାରସୁଗୁଡ଼ାରୁ ୩୮, କେନ୍ଦୁଝରରୁ ୩୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


ଅନ୍ୟପକ୍ଷେ ସୋନପୁରରୁ ୩୩, ନୂଆପଡ଼ାରୁ ୨୮, ଜଗତସିଂହପୁରରୁ ୨୭, ବରଗଡ଼ରୁ ୨୫, କଳାହାଣ୍ଡିରୁ ୧୯, ଯାଜପୁରରୁ ୧୨, ଦେଓଗଡ଼ରୁ ୭, ବୌଦ୍ଧରୁ ୪ ଓ ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories