www.samajalive.in
Wednesday, December 10, 2025
15.1 C
Bhubaneswar

ରାଉରକେଲା-ଭୁବନେଶ୍ୱର ଇଣ୍ଟରସିଟି  ଚଳାଚଳ ସେପ୍ଟେମ୍ବର ୩୦ ଯାଏ ବୃଦ୍ଧି

ଭୁବନେଶ୍ବର: ଶନିବାର ଓ ରବିବାର ବ୍ୟତୀତ ସପ୍ତାହରେ ପାଞ୍ଚଦିନ ଚଳାଚଳ କରୁଥିବା ୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ସେବାକୁ ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୦୨୮୬୧ ରାଉରକେଲା-ଭୁବନେଶ୍ୱର ଇଣ୍ଟରସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ରାଉରକେଲାଠାରୁ ଭୋର ୫ଘଣ୍ଟା ୧୦ ମିନିଟ୍‌ରେ ଛାଡି ଭୁବନେଶ୍ୱରଠାରେ ଅପରାହ୍ନ ୧୨ଘଣ୍ଟା ୩୦ମିନିଟ୍‌ରେ ପହଞ୍ଚୁଥିବାବେଳେ ଫେରିବା ପଥରେ ୦୨୮୬୨ ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ଭୁବନେଶ୍ୱରଠାରୁ ଅପରାହ୍ନ ୨ଘଣ୍ଟା ୧୦ ମିନିଟ୍‌ରେ ଛାଡି ରାଉରକେଲାଠାରେ ରାତ୍ର ୯ଘଣ୍ଟା ୪୦ମିନିଟ୍‌ରେ ପହଞ୍ଚିବ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories