www.samajalive.in
Saturday, December 6, 2025
19.1 C
Bhubaneswar

ଚାରିି ମହଲାରୁ ଖସି ଶ୍ରମିକ ମୃତ

ଚନ୍ଦ୍ରଶେଖରପୁର: ଏହି ଥାନା ଅନ୍ତର୍ଗତ ପଦ୍ମାବତୀ ବିହାରରେ ଏକ ନିର୍ମାଣାଧୀନ ଚାରିମହଲା ଛାତରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ରମେଶ ନାୟକ। ଘର ନୟାଗଡ଼ ବାହାଡ଼ଝୋଲାରେ। ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ପୁଲିସ ସୂଚନା ଅନୁଯାୟୀ, ଉକ୍ତ ଘର କାମରେ ନିୟୋଜିତ ଶ୍ରମିକ ରମେଶ ସୋମବାର ରାତିରେ ଛାତ ଉପରେ ଶୋଇଥିଲେ। କୌଣସି କାରଣରୁ ସେ ଛାତରୁ ତଳକୁ ଖସି ପଡ଼ି ପଡ଼ୋଶୀ ଘର ପାଚେରିରେ ଲଟ୍‍କି ରହିଥିଲେ। ସ୍ଥାନୀୟ ଲୋକେ ଜାଣିବା ପରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ସମ୍ପୃକ୍ତ ଶ୍ରମିକ ଗତକାଲି କାମରେ ଯୋଗ ଦେଇଥିଲେ ବୋଲି ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ କରୁଥିବା କହିଛି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories