www.samajalive.in
Monday, December 8, 2025
24.1 C
Bhubaneswar

କେନ୍ଦ୍ରାପଡ଼ାର ବନ୍ୟାପ୍ଳାବିତ ଅଞ୍ଚଳରେ ରିଲିଫ୍‌ ବଣ୍ଟନ ଓ ଉଦ୍ଧାର କାର୍ଯ୍ୟ ତଦାରଖ କଲେ ଗୃହ ରାଷ୍ଟ୍ରମନ୍ତ୍ରୀ

କେନ୍ଦ୍ରାପଡ଼ାର ବନ୍ୟାପ୍ଳାବିତ ଅଞ୍ଚଳରେ ରିଲିଫ୍‌ ବଣ୍ଟନ ଓ ଉଦ୍ଧାର କାର୍ଯ୍ୟ ତଦାରଖ କଲେ ଗୃହ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱର: ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଗତକାଲି ପଟ୍ଟାମୁଣ୍ଡାଇ ବ୍ଲକ୍‌ର ବିଭିନ୍ନ ଅଞ୍ଚଳ ବୁଲି ବନ୍ୟା ପରିସ୍ଥିତି ଓ ତତ୍‌ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି । ସେ ତାଙ୍କ ଗସ୍ତବେଳେ ଓଡ଼ିଶା ଫାୟାର ସର୍ଭିସ୍‌ର ଜବାନ୍‌ମାନେ ସ୍ଥାନୀୟ ପ୍ରଶାସନକୁ ରିଲିଫ୍‌ ଯୋଗାଣ କାର୍ଯ୍ୟରେ ସହଯୋଗ କରୁଥିବା ସେ ତଦାରଖ କରିଥିଲେ । ସେ ପେଣ୍ଠପାଳ ଗ୍ରାମ ପଞ୍ଚାୟତର କୋଳଥିଆ ଓ କୃଷ୍ଣଦାସପୁର ଗ୍ରାମକୁ ଡଙ୍ଗରେ ଯାଇ ସ୍ଥିତି ପରଖିଥିଲେ ।

କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳରେ ମୁତୟନ ହୋଇଥିବା ଫାୟାର ସର୍ଭିସ୍‌ ଟିମ୍‌ଗୁଡ଼ିକର ପ୍ରସ୍ତୁତି ଏବଂ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିବା ସହ ସେଠାରେ ଅଗ୍ନିଶମ ବାହିନୀର କାର୍ଯ୍ୟକୁ ପ୍ରଶଂସା କରିଥିଲେ। ତାଙ୍କର ଏହି ଗସ୍ତ ସମୟରେ କେନ୍ଦ୍ରାପଡ଼ାର ବିଧାୟକ ଶଶିଭୂଷଣ ବେହେରା ମନ୍ତ୍ରୀଙ୍କ ସହିତ ବନ୍ୟା ଅଞ୍ଚଳ ବୁଲି ଦେଖିଥିଲେ ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories