www.samajalive.in
Monday, December 8, 2025
20.1 C
Bhubaneswar

ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ପରଲୋକ, ଶୋକ ପ୍ରକାଶ କଲା ସଂଘ

କେନ୍ଦ୍ରାପଡ଼ା :  ଷ୍ଟେଟ୍ ବ୍ୟାଙ୍କ କେନ୍ଦ୍ରାପଡ଼ା ଶାଖାର ଅବସରପ୍ରାପ୍ତ ବରିଷ୍ଠ କର୍ମଚାରୀ ସୁରେଶ ଚନ୍ଦ୍ର ଗୋଛାୟତଙ୍କର ସୋମବାର ରାତ୍ରିରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ କେନ୍ଦ୍ରାପଡ଼ା ଜିଲା ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ମାଧବାନନ୍ଦ ମହାପାତ୍ର, ବିଜୟ କୁମାର ବରାଳ ଓ ନିତ୍ୟାନନ୍ଦ ସେଠି ପ୍ରମୁଖ ଗଭୀର ଶୋକ ପ୍ରକାଶ କରି ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories