www.samajalive.in
Monday, December 15, 2025
26.1 C
Bhubaneswar

ରାଜ୍ୟରେ ଦିନକରେ ୫୯ ହଜାର ୪୯୨ କରୋନା ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ଗୋଟିଏ ଦିନରେ ୫୯ ହଜାର ୪୯୨ କରୋନା ପରୀକ୍ଷା ହୋଇଛି। ଆରଟିପିସିଆର, ଆଣ୍ଟିଜେନ୍ ଓ ଟ୍ରୁନଟ ମାଧ୍ୟମରେ କରୋନା ପରୀକ୍ଷା କରାଯାଇଛି। ଆରଟିପିସିଆର ଟେଷ୍ଟ ୭ ହଜାର ୧୭୨ ହୋଇଥିବାବେଳେ ଆଣ୍ଟିଜେନ୍ ଟେଷ୍ଟ ୫୨ ହଜାର ୪୯୨ ଓ ଟ୍ରୁନଟ ପରୀକ୍ଷା ୧୨୫ଟି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories