ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା; ୫୨୨ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା
ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି। ୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Regret to inform the demise of Eight #COVID19 positive patients while under treatment in hospitals.
1. A 60-year old male of Balasore district who was also suffering from Diabetes, Hypertension, Chronic Kidney Disease (stage-V), Ischemic Heart Disease.
— H & FW Dept Odisha (@HFWOdisha) September 3, 2020
8. A 50-year old female of Kandhamal district who was also suffering from Diabetes.
— H & FW Dept Odisha (@HFWOdisha) September 3, 2020
Comments are closed.