www.samajalive.in
Saturday, December 6, 2025
15.1 C
Bhubaneswar

ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ

ଭୁବନେଶ୍ବର ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏ ନେଇ ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବାଚସ୍ପତି କହିଛନ୍ତି ଯେ, ଲୋକସଭା ବାଚସ୍ପତି ଓ ସଚିବଙ୍କ ସହ ଏନେଇ ଆଲୋଚନା ହୋଇଛି। ଗାଇଡଲାଇନ୍ସ ଆସିବା ପରେ ରାଜ୍ୟର କରୋନା ସ୍ଥିତି ଦେଖି ନିଷ୍ପତ୍ତି ଗ୍ରହଣ କରାଯିବ। ପ୍ରଥମେ ଲୋକସଭାର କାର୍ଯ୍ୟ ଦେଖିବା ପରେ ହିଁ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories