www.samajalive.in
Monday, December 15, 2025
27.1 C
Bhubaneswar

ଯୁବକଙ୍କୁ ହତ୍ୟା ଅଭିଯୋଗ

ଗଞ୍ଜାମ : ଗଞ୍ଜାମ ଜିଲା ଆସିକା ନଳବଣ୍ଟା କୋଳି ସାହିରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ନାମ ନାଗା ଗୌଡ଼। ଦୁର୍ବୃର୍ତ୍ତମାନେ ସଙ୍ଘବଦ୍ଧ ଭାବେ ଯୁବକଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସର ଛାନ୍‌ଭିନ୍ ଜାରି ରହିଛି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories