www.samajalive.in
Monday, December 15, 2025
14.1 C
Bhubaneswar

ହୀରାକୁଦ ଡ୍ୟାମର ବନ୍ଦ ହେଲା ଆଉ ୩ଟି ଗେଟ୍

ହୀରାକୁଦ : ଉପର ମୁଣ୍ଡରେ ବର୍ଷା କମିଥିବାରୁ ଜଳ ଭଣ୍ଡାରକୁ ଜଳ ପ୍ରବାହ କମିଯାଇଛି। ତେବେ ହୀରାକୁଦର ଡ୍ୟାମର ଆଉ ତିନୋଟି ଫାଟକକୁ ବନ୍ଦ କରାଯାଇଛି। ଏବେ ମୋଟ୍ ୦୬ଟି ଗେଟ୍ ଦେଇ  ବନ୍ୟାଜଳ ନିଷ୍କାସିତ ହେଉଥିବା ଜଣାପଡିଛି। ବାମପଟୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବାବେଳେ ଡାହାଣପଟୁ ୦୨ଟି ଗେଟ୍ ଦେଇ ଜଳନିଷ୍କାସନ ଜାରି ରହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories