www.samajalive.in
Saturday, December 13, 2025
23.1 C
Bhubaneswar

ଆଜି ଭୁବନେଶ୍ବରରୁ ଆଉ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶନିବାର ଆଉ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୪୦୯ ପଜିଟିଭଙ୍କ ମଧ୍ୟରୁ ୨୪୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୧୬୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୩୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୧୨,୮୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୭୮୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୭ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୪୮୮୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories