www.samajalive.in
Friday, December 12, 2025
16.1 C
Bhubaneswar

ଉତ୍ତରପ୍ରଦେଶରେ ସାଧୁ ସନ୍ଥଙ୍କର ପୁଲିସ ଯାଞ୍ଚ ହେବ

ଲକ୍ଷ୍ନୌ : ଉତ୍ତରପ୍ରଦେଶ ସରକାର ପ୍ରଥମ ଥର ପାଇଁ ରାଜ୍ୟର ସମସ୍ତ ସାଧୁ ସନ୍ଥଙ୍କର ପୁଲିସ ଯାଞ୍ଚ କରାଇବାକୁ ନିଷ୍ପତ୍ତି ନେଇଛନ୍ତି। ଗତ କିଛି ବର୍ଷ ମଧ୍ୟରେ ବହୁ ସଂଖ୍ୟକ ଆତ୍ମଘୋଷିତ ବାବା ଓ ମାତାଙ୍କୁ ନେଇ ନାନା ବିବାଦ ସୃଷ୍ଟି ହେଉଥିବା ପରିପ୍ରେକ୍ଷୀରେ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ବର୍ଷ ହେବାକୁ ଥିବା କୁମ୍ଭ ମେଳା ପୂର୍ବରୁ ସରକାର ଏହି କାର୍ଯ୍ୟ ଶେଷ କରିବାକୁ ଯୋଜନା କରିଛନ୍ତି। ନକଲି ବାବାଙ୍କୁ ଧରିବାରେ ଏହା ସାହାଯ୍ୟ କରିବ ବୋଲି ମତ ଦେଇ ଅନେକ ସାଧୁ ସରକାରଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଅଖିଳ ଭାରତୀୟ ଆଖଡ଼ା ପରିଷଦ ପକ୍ଷରୁ ୧୭ଜଣ ନକଲି ସାଧୁଙ୍କର ତାଲିକା ପ୍ରକାଶ କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories