www.samajalive.in
Tuesday, December 9, 2025
16.1 C
Bhubaneswar

ରାସ୍ତା ତଳକୁ ଖସିଲା ପିକଅପ୍ ଭ୍ୟାନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଯାତୀୟ ରାଜପଥ ପୁରୁଣାକଟକ ଡିଗସିରା ନିକଟରେ ରବିବାର ଅପରାହ୍ନରେ ଏକ ପିକଅପ ଭ୍ୟାନ ଦୁର୍ଘଟଣା ହୋଇଛି। ସୂଚନା ଅନୁଯାୟୀ ଆଜି ଅପରାହ୍ନରେ ଗାଡିନଂ ଓଡି ୦୨ପି ୯୧୨୭ ଏକ ପିକଅପ ଭ୍ୟାନ ଚାରିଛକ ପଟୁ ବୌଦ୍ଧ ଆଡକୁ ଯାଉଥିବା ସମୟରେ ଡିଗସିରା ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡିଥିଲା। ଏଥିରେ ଡ୍ରାଇଭର ଏକ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଂଚି ଦୁର୍ଘଟଣା ଛାନଭିନ ଆରମ୍ଭ କରିଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories