www.samajalive.in
Sunday, December 14, 2025
14.1 C
Bhubaneswar

ଅନୁଭବଙ୍କ ଛାଡପତ୍ର ପିଟିସନକୁ ଓଡ଼ିଶା ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ଯାଇପାରନ୍ତି ବର୍ଷା ପ୍ରିୟଦର୍ଶିନୀ !

ଭୁବନେଶ୍ବର: ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଅନୁଭବ ଦାଖଲ କରିଥିବା ଛାଡପତ୍ର ପିଟିସନକୁ ଓଡ଼ିଶା ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ଯାଇପାରନ୍ତି ବର୍ଷା ପ୍ରିୟଦର୍ଶିନୀ।  ପରିଚାଳନାଗତ ସୁବିଧା ପାଇଁ ଓଡ଼ିଶାକୁ ମାମଲା ସ୍ଥାନାନ୍ତର ନିମନ୍ତେ ପିଟିସନ କରିବେ ବୋଲି ବର୍ଷା ପ୍ରିୟଦର୍ଶିନୀଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ସାଂସଦ ଅନୁଭବଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଶୁଣଣି ଅକ୍ଟୋବର ୧୨କୁ ଘୁଞ୍ଚିଯାଇଛି। ପ୍ରୋଟେକ୍ସନ ଅଫିସର ରିପୋର୍ଟ ଦାଖଲ କରି ନ ଥିବାରୁ ଶୁଣାଣି ଘୁଞ୍ଚିଥିବା ବର୍ଷାଙ୍କ ଓକିଲ କହିଛନ୍ତି। ଅନ୍ୟପକ୍ଷରେ ପାରିବାରିକ କୋର୍ଟରେ ଥିବା ବର୍ଷାଙ୍କ ମାମଲା ଅକ୍ଟୋବର ୧୪କୁ ଘୁଞ୍ଚିଛି। ଅକ୍ଟୋବର ୧୪ରେ ମାମଲାର ପ୍ରାରମ୍ଭିକ ଶଣାଣି ହୋଇପାରେ ବୋଲି ଜଣାପଡ଼ିଛି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories