ଶ୍ରାଦ୍ଧ ଦିବସ ଅବସରରେ ଗଭୀର ଶ୍ରଦ୍ଧାଞ୍ଜଳି

0

ମହାନ୍‍ ଦେଶଭକ୍ତ, ସେବା ଓ ତ୍ୟାଗର ପ୍ରତୀକ ତଥା ‘ସମାଜ’ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୦ତମ ଶ୍ରାଦ୍ଧ ଦିବସ ଅବସରରେ ‘ସମାଜ’ ତାଙ୍କ ଅକ୍ଷୟ କୀର୍ତ୍ତି ଓ କୃତିକୁ ସ୍ମରଣକରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

Leave A Reply