www.samajalive.in
Friday, December 12, 2025
16.1 C
Bhubaneswar

ରାଜଧାନୀରେ ଦିନ ଦ୍ବିପ୍ରହରେ ଲୁଟ୍, ମହିଳାଙ୍କଠୁ ୫ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ଭୁବନେଶ୍ୱରର ଫୁଲନଖରା ନିକଟ ତ୍ରିନାଥ ବଜାର ଛକରୁ ମଙ୍ଗଳବାର ଦିନ ଦ୍ବିପ୍ରହରେ ଜଣେ ମହିଳାଙ୍କଠୁ ଦୁର୍ବୃତ୍ତମାନେ ୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ମହିଳା ଜଣଙ୍କ ପାହାଳର ଏକ ବ୍ୟାଙ୍କରୁ ଟଙ୍କା ଉଠାଇ ଯାଉଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି।

ସୂଚନା ଅନୁଯାୟୀ, ସ୍କୁଟି ରଖ ମହିଳା ଜଣଙ୍କ କଥା ହେଉଥିବା ବେଳେ ଦୁର୍ବୃତ୍ତମାନେ ଏକ ବାଇକରେ ପଛରୁ ଆସି ଟଙ୍କା  ବ୍ୟଗ ଧରି ପଳାଇଥିବା ଜଣାପଡ଼ିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories