www.samajalive.in
Saturday, December 13, 2025
14.1 C
Bhubaneswar

ତେଲୁଗୁ ଅଭିନେତା ଜୟ ପ୍ରକାଶ ରେଡ୍ଡୀଙ୍କ ପରଲୋକ

ନୂଆଦିଲ୍ଲୀ: ତେଲୁଗୁ ଅଭିନେତା ଜୟ ପ୍ରକାଶ ରେଡ୍ଡୀଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ହୃଦଘାତ ଯୋଗୁଁ ତାଙ୍କ ପରଲୋକ ହୋଇଥିବା ଜଣାପଡ଼ିଛି। ତାଙ୍କ ପରଲୋକରେ ତେଲୁଗୁ ସନେ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳିଯାଇଛି। ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡ଼ୁ ଜୟପ୍ରକାଶ ରେଡ୍ଡୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

- Advertisement -

ଜୟ ପ୍ରକାଶ ଉଭୟ ଖଳନାୟକ ଓ ବ୍ୟଙ୍ଗ ଭୂମିକାରେ ଅଭିନୟ କରି ବେଶ ଲୋକପ୍ରିିୟତା ସାଉଁଟିଥିଲେ। ସେ ସିଲଭର ସ୍କ୍ରିନରେ ୪୦ବର୍ଷ ବୟସରେ ଡେବ୍ୟୁ କରିଥିଲେ। ତାଙ୍କୁ ଶେଷ ଥର ପାଇଁ ମହେଶ ବାବୁଙ୍କ ଅଭିନୀତ ଚଳଚ୍ଚିତ୍ର ସାରିଲେରୁ ନେକେଭଭାରୁ (୨୦୨୦) ରେ ଦେଖିବାକୁ ମିଳିଥିଲା ​

ତାଙ୍କ ମୃତ୍ୟୁ ଖବର ଶୁଣି ଅନେକ ତେଲୁଗୁ‌ କଳାକାର ଟ୍ବିଟର୍‌ରେ ଶୋକ ପ୍ରକାଶ କରିିଛନ୍ତି। ଜୁନିୟର୍‌ ଏନ୍‌ଟିଆର୍‌, ମହେଶ ବାବୁ, ସୁଧୀର ବାବୁ, ରାଣା ଡଗୁବତୀ, ରାକୁଲ ପ୍ରୀତ ସିଂ, ଜେନେଲିଆ ଏବଂ ଅନ୍ୟ ଅନେକ ତାରକାମାନେ ସୋସିଆଲ ମିଡିଆରେ ନିଜର ସମବେଦନା ଜଣାଇଥିବାର ଦେଖିବାକୁ ମିଳିଛି।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories