www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୭୨ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୫ ହଜାର ୭୩୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ୮୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୭୨ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୫ ହଜାର ୦୬୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୧୯ ହଜାର ୦୧୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୪ ଲକ୍ଷ ୬୫ ହଜାର ୮୬୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories