www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ୩ ହଜାର ୯୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୦ ଟି ଜିଲାରୁ ୩ ହଜାର ୯୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକଆନ୍ତଙ୍କ ମଧ୍ୟରୁ ୨ ହଜାର ୩୧୫ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧ ହଜାର ୬୭୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୧୨୧କୁ ବୃଦ୍ଧି ପାଇଛି। ୧,୦୫,୨୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବର ବେଳେ ୩୩,୧୮୨ଚିକିତ୍ସିତ ହେଉଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ରୁ ସର୍ବାଧିକ ୬୮୭। ଅନୁଗୁଳରୁ ୧୧୪, ବାଲେଶ୍ୱର ୭୪, ବରଗଡ଼ ୧୬୯, ଭଦ୍ରକ ୮୨, ବଲାଙ୍ଗୀର ୧୮୦, ବୌଦ୍ଧ ୪୧, କଟକ ୩୯୨, ଦେଓଗଡ଼ ୧୮, ଢେଙ୍କାନାଳ ୧୦୧, ଗଜପତି ୧୮, ଗଞ୍ଜାମ ୯୫,ଜଗତସିଂହପୁର ୧୦୯, ଯାଜପୁର ୧୪୮, ଝାରସୁଗୁଡ଼ା ୪୯, କଳାହାଣ୍ଡି ୭୪, କନ୍ଧମାଳ ୫୭, କେନ୍ଦ୍ରାପଡ଼ା ୧୪୭, କେନ୍ଦୁଝର ୮୧, କୋରାପୁଟ ୧୨୭, ମାଲକାନଗିରି ୧୯, ମୟୁରଭଞ୍ଜ ୧୬୦, ନବରଙ୍ଗପୁର ୧୨୫, ନୟାଗଡ଼ ୪୮, ନୂଆପଡ଼ା ୯୬, ପୁରୀ ୩୩୨, ରାୟଗଡ଼ା ୫୮, ସମ୍ବଲପୁର ୧୦୪, ସୋନପୁର ୭୪, ସୁନ୍ଦରଗଡ଼ ୯୮ ଚିହ୍ନଟ ହୋଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories