www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟ ସରକାରଙ୍କ ପୂଜା ମାର୍ଗଦର୍ଶିକାକୁ ନେଇ ହାଇକୋର୍ଟରେ ଦାୟର ହେଲା ମାମଲା

ଭୁବନେଶ୍ବର: ପୂଜା ଗାଇଡଲାଇନକୁ ନେଇ ମାମଲା। ରାଜ୍ୟ ସରକାରଙ୍କ ପୂଜା ଗଇଡଲାଇନକୁ ଚ୍ୟାଲେଞ୍ଜ କରି କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ଗୁରୁବାର ହାଇକୋର୍ଟରେ ମାମଲା କରାଯାଇଛି। ମୂର୍ତ୍ତିର ଉଚ୍ଚତା ଓ ଆବଦ୍ଧ ମଣ୍ଡପକୁ ଚ୍ୟାଲେଞ୍ଜ କରି ମାମଲା ଦାୟର ହୋଇଛି।

ସୂଚନା ଅନୁଯାୟୀ, କରୋନା ସଂକ୍ରମଣ ଦୃଷ୍ଟିରେ ରଖି ଶାରଦୀୟ ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ନେଇ ଗୁରୁବାର ରାଜ୍ୟ ସରକାର ଏକ ମାର୍ଗଦର୍ଶିକା ଜାରି କରିଥିଲେ। ଯେଉଁଥିରେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିର ଉଚ୍ଚତା ୪ ଫୁଟରୁ ଅଧିକ ରହିବନି। ପୂଜା ମଣ୍ଡପର ୩ ପାର୍ଶ୍ବକୁ ଓ ଚତୁର୍ଥ ପାର୍ଶ୍ବ ଆଂଶିକ ବନ୍ଦ ନିର୍ଦ୍ଦେଶ ରହିଥିଲା।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories