www.samajalive.in
Saturday, December 6, 2025
17.1 C
Bhubaneswar

କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ଓ ପାଟଣାଗଡ ବିଧାୟକ ସରୋଜ ମେହେର କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ନେତା ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଅଭିନେତା ଆଉ ସାଧାରଣ ଜନତା ସଭିଏଁ କରୋନାରେ ଅସ୍ତବ୍ୟସ୍ଥ ହୋଇ ପଡିଛନ୍ତି। ଏହାରି ଭିତରେ ରାଜ୍ୟର ଆଉ ବିଧାୟକ ମନ୍ତ୍ରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଓ ପାଟଣାଗଡ ବିଧାୟକ ସରୋଜ ମେହେର କରୋନା ସଂକ୍ରମିତ ହୋଇଛନ୍ତି । ଏ ନେଇ ଦୁହେଁ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେମାନଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତି ନିଜର କରୋନା ଟେଷ୍ଟ କରାଇ ନେବାକୁ ସେମାନେ ଅନୁରୋଧ କରିଛନ୍ତି ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories