www.samajalive.in
Sunday, December 14, 2025
14.1 C
Bhubaneswar

ରାଜ୍ୟରୁ ଆଉ ୧୦ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୦ ଜୀବନ ନେଇଛି ମହାମାରୀ କରୋନା। ରବିବାର ମୃତ୍ୟୁ ବରଣ କରିଥିବା ୧୦ ମୃତକଙ୍କୁ ମିଶାଈ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୨୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ମୃତ୍ୟୁ ବରଣ କରିଥିବା ୧୦ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ରହିଥିବା ବେଳେ କଟକରୁ ୨, ଗଞ୍ଜାମ, ବାଲେଶ୍ୱର, କଳାହାଣ୍ଡି, ମୟୂରଭଞ୍ଜ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଥିବା ଜଣାପଡିଛି।

- Advertisement -

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories