www.samajalive.in
Monday, December 8, 2025
20.1 C
Bhubaneswar

ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ୬୪୨କୁ ବୃଦ୍ଧି

ଭୁବନେଶ୍ବର : ରବିବାର ରାଜ୍ୟରୁ ​୩୩୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ୬୪୨କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୦୬, କଟକରୁ ୩୪୮, ପୁରୀରୁ ୨୮୦, ମୟୂରଭଞ୍ଜରୁ ୨୦୬, ରାୟଗଡାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡ଼ରୁ ୧୨୦, ଝାରସୁଗୁଡାରୁ ୧୧୯, ବରଗଡ଼ରୁ ୧୧୬, ଗଞ୍ଜାମରୁ ୧୧୦ ଏବଂ କଳାହାଣ୍ଡିରୁ ୮୯ ଜଣ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ସୁବର୍ଣ୍ଣପୁରରୁ ୮୭, କନ୍ଧମାଳରୁ ୮୫, କୋରାପୁଟରୁ ୭୧, ବାଲେଶ୍ବର ଓ ସମ୍ବଲପୁରରୁ ୬୬ ଜଣ ଲେଖାଏଁ, ବୌଦ୍ଧରୁ ୬୫, ନୟାଗଡ଼ରୁ ୫୮, କେନ୍ଦୁଝରରୁ ୫୧, କେନ୍ଦ୍ରାପଡାରୁ ୪୪, ଯାଜପୁରରୁ ୪୦, ବଲାଙ୍ଗୀରରୁ ୩୯, ଜଗତସିଂହପୁରରୁ ୩୧, ଗଜପତିରୁ ୨୯, ଅନୁଗୋଳରୁ ୨୮, ଢେଙ୍କାନାଳରୁ ୨୫ ଏବଂ ନବରଙ୍ଗପୁରରୁ  ୨୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟପକ୍ଷରେ ମାଲକାନଗିରିରୁ ୨୨, ନୂଆପଡାରୁ ୧୭ ଓ ଦେବଗଡ଼ରୁ ୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ସହ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ୬୪୨କୁ ବୃଦ୍ଧି ପାଇଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories