www.samajalive.in
Sunday, December 14, 2025
16.1 C
Bhubaneswar

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା

ଭୁବନେଶ୍ବର : ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ। କାଲି ପଜିଟିଭ ଚିହ୍ନଟ ନେଇ ନିଜେ ସମୀର ମହାନ୍ତି  ଟ୍ବିଟ କରି ସୂଚନା ଦେଇଛନ୍ତି। ଆକ୍ରାନ୍ତ ଚିହ୍ନଟ ପରେ ଭୁବନେଶ୍ବରରେ ଏମ୍ସରେ ସେ ଭର୍ତ୍ତି ହୋଇଛନ୍ତି।

- Advertisement -

ସେ ଟ୍ବିଟରେ କହିଛନ୍ତି ଯେ, କରୋନାର ଲକ୍ଷଣ ଦେଖାଦେବାରୁ ପରୀକ୍ଷା କରାଇଥିଲି। ରିପୋର୍ଟ ପଜିଟିଭ ଆସିଛି । ମୁଁ ସୁସ୍ଥ ଅଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛି। କିଛି ଦିନ ଭିତରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସଂଗରୋଧରେ ରହିବା ସହ ପରୀକ୍ଷା କରାଇନେବାକୁ ସମୀର ଅନୁରୋଧ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories