www.samajalive.in
Saturday, December 6, 2025
16.1 C
Bhubaneswar

ପୁଣି ରାଜ୍ୟସଭା ଉପାଧ୍ୟକ୍ଷ ହେଲେ ହରିବଂଶ

ନୂଆଦିଲ୍ଲୀ: ପୁଣି ଥରେ ହରିବଂଶ ହେଲେ ରାଜ୍ୟ ସଭା ଉପାଧ୍ୟକ୍ଷ। ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ହରିବଂଶ ନାରାୟଣ ସିଂହ ନିର୍ବାଚିତ ହୋଇଛନ୍ତି। ସେ ବାଚନିକ ଭୋଟରେ ନିର୍ବାଚିତ ହୋଇଛନ୍ତି।  ଏନ୍‍ଡିଏ ତରଫରୁ ପ୍ରାର୍ଥୀ ହୋଇଥିବା ଜେଡିୟୁ ନେତା ହରିବଂଶଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିଲେ ଆର୍‌ଜେଡି  ସାଂସଦ ମନୋଜ ଝା। ଗତ ଦୁଇ ବର୍ଷ ଧରି ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ହରିବଂଶ ସଫଳତାର ସହ କାର୍ଯ୍ୟ କରିଥିଲେ। ତେବେ  ଆଜିର  ନିର୍ବାଚନରେ ବିଜେଡି  ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥିଲା। ଏନ୍‌ଡିଏ ପ୍ରାର୍ଥୀ ହରିବଂଶଙ୍କୁ ବିଜେଡି ସମର୍ଥନ କରିଥିଲା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories