www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟ କ୍ୟବିନେଟ ବୈଠକ, ୩ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭିଡିଓ କନଫରେନ୍ସିଂ ମଧ୍ୟମରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଥିଲା।  ଏହି କ୍ୟାବିନେଟ୍‌ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି।

ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସଂଶୋଧିତ ବ୍ୟବସ୍ଥା ଅନୁସାରେ ପଞ୍ଜୀକୃତ ଟିକସଦାତା ଉପକୃତ ହେବେ। ସେହିପରି  ଓଡିଶା ସ୍ଥାନୀୟ ପାଣ୍ଠି ସମୀକ୍ଷା ଅଧିନିୟମରେ ସଂଶୋଧନକୁ ମଧ୍ୟ ମଞ୍ଜୁରୀ ମିଳିଛି। ବାଲେଶ୍ବର ସୁବର୍ଣ୍ଣରେଖା ନଦୀରେ ଏକ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି। ଏହି ସେତୁ ବାଲିଆପାଳ ଜାମକୁଣ୍ଡରୁ ଓ ଭୋଗରାଇ ବ୍ଲକକୁ ସଂଯୋଗ କରିବ। ଏଥିପାଇଁ ୧୩୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ସେତୁକୁ ୩୦ ମାସ ମଧ୍ୟରେ ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories