www.samajalive.in
Wednesday, December 10, 2025
16.1 C
Bhubaneswar

୩ ବର୍ଷ ପରେ ପୂରଣ ହେଲା ପ୍ରଧାନ ଶିକ୍ଷକ ପଦବୀ

ଫୁଲବାଣୀ : ଦୀର୍ଘ ୩ ବର୍ଷ ପରେ ପୂରଣ ହୋଇଛି ଖଜୁରିପଡ଼ା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପଦବୀ। ନୂତନ ପ୍ରଧାନ ଶିକ୍ଷୟତ୍ରୀ ଭାବେ ଶ୍ରୀମତି ସିବାରାଣି ମଲିକ ଆଜି କାର୍ଯ୍ୟରେ ଯୋଗଦେଇଛନ୍ତି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ବେହେରାଙ୍କ ଠାରୁ ଦାୟିତ୍ୱ ଗ୍ରହଣ ପରେ ବିଦ୍ୟାଳୟ ଅଭିଭାବକ ସଂଘ ସଭାପତି ରମାକାନ୍ତ ବେହେରା ଓ ଅନ୍ୟମାନେ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ ନୂତନ ପ୍ରଧାନ ଶିକ୍ଷୟତ୍ରୀଙ୍କୁ।  ଦୀର୍ଘଦିନ ପରେ ଏହି ପଦବୀ ପୂରଣ ହୋଇଥିବ ଯୋଗୁଁ ବିଦ୍ୟାଳୟ ପରିଚାଳନା କମିଟିର କର୍ମକର୍ତ୍ତା ଓ ଅଭିବାବକମାନେ ଖୁସି ବ୍ୟକ୍ତ କରିଥିବା ବେଳେ ବିଦ୍ୟାଳୟର ସର୍ବାଙ୍ଗିନ ଉନ୍ନତି ସହିତ ଶିକ୍ଷା ଉପରେ ଅଧିକ ଗୁରୁତ୍ୱ ଦେବି ବୋଲି ପ୍ରକାଶ କରିଛନ୍ତି ନୂତନ ପ୍ରଧାନ ଶିକ୍ଷୟତ୍ରୀ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories