www.samajalive.in
Tuesday, December 9, 2025
17.1 C
Bhubaneswar

ବଢି ଚାଲିଛି ସଂକ୍ରମଣ : ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ଟପିଲା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ଅତିକ୍ରମ କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ  ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୦,୧୨୩ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୨୦,୩୫୯କୁ ବୃଦ୍ଧି ପାଇଛି।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୦ ଆକ୍ରାନ୍ତଙ୍କ ମୃତ୍ୟୁ ସହିତ ଦେଶରେ କାରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨,୦୬୬ରେ ପହଞ୍ଛିଛି। ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୫,୯୩୩ ଥିବାବେଳେ,  ୩୯,୪୨,୩୬୦ଜଣ ଆରୋଗ୍ୟ ଲାଭ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories