www.samajalive.in
Friday, December 12, 2025
27.1 C
Bhubaneswar

ଡିସିପିଙ୍କୁ ମୂର୍ତ୍ତିର ଉଚ୍ଚତା ଜଣାଇବେ ପୂଜା କମିଟି

କଟକ:  ମୂର୍ତ୍ତିର ଉଚ୍ଚତା ଓ ଆବଦ୍ଧ ମଣ୍ଡପକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ମାମାଲରେ ମୂର୍ତ୍ତି ତିଆରିର ସ୍ଥିତି ଜଣାଇବାକୁ ପୂଜା କମିଟିଗୁଡ଼ିକୁ ହୋଇକୋର୍ଟଙ୍କ ନିର୍ଦେଶ ଦେଇଛନ୍ତି। ମୂର୍ତ୍ତି ତିଆରିର ସ୍ଥିତି ଅନୁସାରେ ମୂର୍ତ୍ତିର ଉଚ୍ଚତାକୁ  ଅନୁମତି ମିଳିବ। ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ କଟକ ଡିସିପିଙ୍କୁ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସନ୍ଧ୍ୟା ୭ଟା ସୁଦ୍ଧା କଟକ ଡିସିପିଙ୍କୁ ପୂଜା କମିଟିମନେ ମୂର୍ତ୍ତିର ଇଚ୍ଚାତା ବିଷୟରେ ଜଣାଇବେ । ଡିସିପିଙ୍କୁ ଜଣାଇବା ପରେ ପୁଲିସ ପୂଜା ମଣ୍ଡପ ବୁଲି ଦେଖିବେ। କମିଟି ଆବେଦନ ଅନୁସାରେ ମୂର୍ତ୍ତିର ଉଚ୍ଚତା ପାଇଁ ଅନୁମତି ଦିଆଯିବ। ଏବେ ଯେଉଁ କମିଟି ଯେତିକି ଉଚ୍ଚର ମୂର୍ତ୍ତି କରିବେ, ସେତିକି ରଖିବେ।

ସୂଚନା ଅନୁଯାୟୀ, ସୂଚନା ଅନୁଯାୟୀ, କରୋନା ସଂକ୍ରମଣ ଦୃଷ୍ଟିରେ ରଖି ଶାରଦୀୟ ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ନେଇ ଗୁରୁବାର ରାଜ୍ୟ ସରକାର ଏକ ମାର୍ଗଦର୍ଶିକା ଜାରି କରିଥିଲେ। ଯେଉଁଥିରେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିର ଉଚ୍ଚତା ୪ ଫୁଟରୁ ଅଧିକ ରହିବନି। ପୂଜା ମଣ୍ଡପର ୩ ପାର୍ଶ୍ବକୁ ଓ ଚତୁର୍ଥ ପାର୍ଶ୍ବ ଆଂଶିକ ବନ୍ଦ ନିର୍ଦ୍ଦେଶ ରହିଥିଲା। । ଏନେଇ ବହୁ ପୂଜା କମିଟି ହାଇକୋର୍ଟଙ୍କ ଦ୍ବାରସ୍ଥ ହେବା ସହ ଜନସ୍ବାର୍ଥ ମାମଲା ଦାୟର କରିଥିଲେ ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories