www.samajalive.in
Friday, December 12, 2025
23.1 C
Bhubaneswar

ଆଜି ଭୁବନେଶ୍ବରରେ ଆଉ ୩୬୨ କରୋନା ଅକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ବୁଧବାର ଆଉ ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୬୨ ପଜିଟିଭଙ୍କ ମଧ୍ୟରୁ ୭୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୮୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୪୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୧୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୨୬୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୪ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୪୫୨୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories