www.samajalive.in
Friday, December 12, 2025
14.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ କରୋନା

ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ବୁଧବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି।

ଗାଡକରୀ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଗତକାଲି ମୁଁ ଦୁର୍ବଳ ଅନୁଭବ କଲି ଏବଂ ମୋର ଡାକ୍ତରଙ୍କ ସହିତ ପରାମର୍ଶ କରି କରୋନା ପରୀକ୍ଷା କରାଇବାପରେ ମୋର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଲୋକମାନଙ୍କ ଆଶୀର୍ବାଦ ହେତୁ ମୁଁ ବର୍ତ୍ତମାନ ସୁସ୍ଥ ଅନୁଭବ କରୁଛି। ମୁଁ ଏବେ ସଙ୍ଗରୋଧରେ ରହିଛି। ‘ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେଉଁମାନେ ନିକଟରେ ମୋ ସହ ମିଶିଛନ୍ତି ସେମାନେ ସାବଧାନ ରୁହନ୍ତୁ ଏବଂ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ।

- Advertisement -

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories