www.samajalive.in
Monday, December 8, 2025
16.1 C
Bhubaneswar

ଜାମ୍ମୁ-କାଶ୍ମୀରରେ ହ୍ରାସ ପାଇଛି ପାକ୍ ଆତଙ୍କବାଦୀଙ୍କ ଅନୁପ୍ରବେଶ

ନୂଆଦିଲ୍ଲୀ : ଜାମ୍ମୁ-କାଶ୍ମୀରରେ ପାକିସ୍ତାନୀ ଆତଙ୍କବାଦୀମାନଙ୍କ ଅନୁପ୍ରବେଶ ଉଦ୍ୟମ ଗତ ଅଢ଼େଇ ବର୍ଷ ମଧ୍ୟରେ ଯଥେଷ୍ଟ ହ୍ରାସ ପାଇଛି। ରାଜ୍ୟସଭାରେ ଏକ ଲିଖିତ ଉତ୍ତରରେ ସ୍ୱରାଷ୍ଟ୍ର ବିଭାଗ ରାଷ୍ଟ୍ରମନ୍ତ୍ରୀ ଜି.କିଶନ ରେଡ୍ଡି କହିଛନ୍ତି ଯେ, ୨୦୧୮ ମସିହାରେ ୧୪୩ ଟି ଅନୁପ୍ରବେଶ ଉଦ୍ୟମ ହୋଇଥିବାବେଳେ ୨୦୧୯ରେ ୧୪୧ଟି ଅନୁପ୍ରବେଶ ଉଦ୍ୟମ ହୋଇଥିଲା। ତେବେ ଚଳିତବର୍ଷ ଗତ ଜୁଲାଇ ମାସ ସୁଦ୍ଧା ମାତ୍ର ୪୮ ଥର ଅନୁପ୍ରବେଶ ଉଦ୍ୟମ ହୋଇଥିବା ମନ୍ତ୍ରୀ ଗୃହକୁ ଜଣାଇଛନ୍ତି। ୨୦୧୮ ମସିହାରେ ଜାମ୍ମୁ ଓ କାଶ୍ମୀରରେ ୨୫୭ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବାବେଳେ​‌ ୨୦୧୯ରେ ୧୫୭ଜଣ ଆତଙ୍କବାଦୀ ପ୍ରାଣ ହରାଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories