www.samajalive.in
Saturday, December 6, 2025
26.1 C
Bhubaneswar

ପବିତ୍ର ମହାଳୟା ଅମାବାସ୍ୟା ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ

ଭୁବନେଶ୍ୱର : ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରାଯାଇଥାଏ। କରୋନା କଟକଣା ମଧ୍ୟରେ ଭୁବନେଶ୍ୱରର ବିନ୍ଦୁ ସାଗର ସମୂହ ପିଣ୍ଡଦାନ ପାଇଁ ବ୍ୟବସ୍ଥା କରାଯାଇଛି। ଏହାସହ ରାଜ୍ୟର ବିଭିନ୍ନ ସ୍ଥାନରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରାଯାଉଛି। କୋଭିଡ଼ ଗାଇଡ଼ ଲାଇନ ଅନୁଯାୟୀ ଧର୍ମ ଓ ଅନ୍ୟ ଧର୍ମାନୁଷ୍ଠାନ ବନ୍ଦ ଥିବାରୁ ପିଣ୍ଡଦାନ ପାଇଁ ଅନ୍ୟତ୍ର ବ୍ୟବସ୍ଥା କରାଯାଇଛି। ଏହାସହ ଶ୍ରୀମନ୍ଦିର ବନ୍ଦ ରହିଥିବାରୁ ଶ୍ରୀକ୍ଷେତ୍ରର ଅନ୍ୟ ପୁଷ୍କରିଣୀରେ ପିଣ୍ଡଦାନ ପାଇଁ ବ୍ୟବସ୍ଥା କରାଯାଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories