www.samajalive.in
Friday, December 12, 2025
23.1 C
Bhubaneswar

ରେକର୍ଡ ଭାଙ୍ଗୁଛି କରୋନା; ୨୪ ଘଣ୍ଟାରେ ୯୬,୪୨୪ ଆକ୍ରାନ୍ତ, ୧୧୭୪ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୬ ହଜାର ୪୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨ ଲକ୍ଷ ୧୪ ହଜାର ୬୭୭ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୧୭୪ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୮୪ ହଜାର ୩୭୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୧୦ ଲକ୍ଷ ୧୭ ହଜାର ୭୫୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୧ ଲକ୍ଷ ୨୫ ହଜାର ୫୫୧ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories