www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଭୁବନେଶ୍ବରରେ ଆଉ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶନିବାର ଆଉ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୪୨ ପଜିଟିଭଙ୍କ ମଧ୍ୟରୁ ୧୦୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୩୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୪୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୧୮,୨୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୪୦୫୨ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୮ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୪୧୩୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories