www.samajalive.in
Sunday, December 7, 2025
14.1 C
Bhubaneswar

କନ୍ଧମାଳ: ପୁଣି ଶତକ ଟପିଲା ଦୈନିକ ସଂକ୍ରମଣ

ଫୁଲବାଣୀ: କନ୍ଧମାଳରେ ପୁଣି ଦୈନିକ ସଂକ୍ରମଣ ଚିହ୍ନଟ ଶତକ ଟପିଛି। ଆଜି ୧୦୨ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସରକାରୀ ଭାବେ ଘୋଷଣା କରାଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୫୨ ଜଣ ପୁରୁଷ ଥିବା ବେଳେ ୫୦ ଜଣ ମହିଳା ଅଛନ୍ତି। ରାଇକିଆ ବିଡିଓଙ୍କ ସମେତ ୧୩ ଜଣ କୋଭିଡ୍‍ ଯୋଦ୍ଧା ରହିଛନ୍ତି।

ଫୁୂଲବାଣୀରୁ ୪୪ ଜଣ ଚିହ୍ନଟ ହୋଇଥିବା ବେଳେ, ବାଲିଗୁଡାରୁ ୫, ଚକାପାଦରୁ ୪, ଜି ଉଦୟଗିରିରୁ ୧୧, କେ ନୁଆଗାଁ ରୁ ୮, ଖଜୁରିପଡାରୁ ୧୦, କୋଟଗଡରୁ ୧, ରଇକିଆ ୬, ଟିକାବାଲି ୬, ତୁମୁଡିବନ୍ଧରୁ ୫ ଜଣ ଚିହ୍ନଟ ହୋଇଛନ୍ତି। ଆଜିର ଚିହ୍ନଟଙ୍କୁ ମିଶାଇ ଜିଲ୍ଲାରୁ ବର୍ତମାନ ସୁଦ୍ଧା ୩୩୮୫ ଜଣ ଚିହ୍ନଟ ହୋଇ ସାରିଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୨୭୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ବାକି ୬୧୩ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories