www.samajalive.in
Monday, December 15, 2025
27.1 C
Bhubaneswar

ରେ‌େ‌ଭନ୍ସା ବିଶ୍ବବିଦ୍ୟାଳୟ ନୂଆ କୁଳସଚିବ ନିଯୁକ୍ତି ପାଇଁ ସୁପାରିସ

ଭୁବନେଶ୍ବର : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳସଚିବ ନିଯୁକ୍ତି ପାଇଁ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଭାଗ ପକ୍ଷରୁ ନୂତନ କୁଳସଚିବ ନିଯୁକ୍ତ କରିବା ପାଇଁ ରାଜଭବନକୁ ସୁପାରିସ କରାଯାଇଛି। କେନ୍ଦୁଝରର ଅତିରିକ୍ତ ଜିଲାପାଳ ଡ.ଭକ୍ତ ଚରଣ ପ୍ରଧାନଙ୍କୁ ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳସଚିବ ନିଯୁକ୍ତ କରିବା ପାଇଁ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ରେଭେନ୍ସା ବିଶ୍ବବିଦ୍ୟାଳୟ ଆକ୍ଟ ଅନୁସାରେ ରାଜଭବନ ପକ୍ଷରୁ କୁଳସଚିବଙ୍କ ନିଯୁକ୍ତି ସମ୍ବନ୍ଧରେ ବିଜ୍ଞପ୍ତି ପ୍ରକାଶ ପାଇବ।
ସୂଚନାଯୋଗ୍ୟ ଦୀର୍ଘଦିନ ଧରି ରେଭେନ୍ସା ବିଶ୍ବବିଦ୍ୟାଳୟର କୁଳସଚିବ ପଦ ଖାଲି ରହିଥିଲା।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories